Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜିଠାରୁ ୨ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

Ritu Das
Browse all articles by Ritu Das
·1 year ago
ଆଜିଠାରୁ ୨ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ରାଜ୍ୟରେ ଗତ କିଛିଦିନ ହେଲା ପାଗ ଶୁଖିଲା ରହିଥିବାବେଳେ ଗରମ ଅନୁଭୂତ ହେଉଛି। ଗୁରୁବାର ବୌଦ୍ଧ ଓ ବଲାଙ୍ଗୀରରେ ଦିନ ତାପମାତ୍ରା ସର୍ବାଧିକ ୩୬ ଡିଗ୍ରୀ ସେଲସିୟସ୍‌ ରହିଥିବାବେଳେ ଝାରସୁଗୁଡ଼ାରେ ୩୫.୬, ଟିଟିଲାଗଡ଼ରେ ୩୫.୫, ସମ୍ବଲପୁରରେ ୩୫.୩ ଓ ନବରଙ୍ଗପୁରରେ ୩୫ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ଝାରସୁଗୁଡ଼ାରେ ରାତି ତାପମାତ୍ରା ସର୍ବନିମ୍ନ ୧୪.୮ ଡିଗ୍ରୀ ସେଲସିୟସ୍‌ ରହିଥିଲା। ତେବେ ତେବେ ଶୁକ୍ରବାରଠାରୁ ତାପମାତ୍ରା ପୁଣି ବଢ଼ିବ।


ଆସନ୍ତା ୨ଦିନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Temperatures will rise by 2 to 3 degrees in the next 2 days from today | Argus News