Videos
|
Odisha

୧୫ରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ସରିଛି

Banajyotshna Ray
Browse all articles by Banajyotshna Ray
·1 year ago
୧୫ରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ସରିଛି

ଅର୍ଗସ ବ୍ୟୁରୋ:  ସରିଲା କଟକର ଐତିହାସିକ ବାଲିଯାତ୍ରା। ଗତ ୧୫ ତାରିଖରୁ ଆରମ୍ଭ ହୋଇଥିବା ଏହି ବାଲିଯାତ୍ରା ଉଦଯାପିତ ହୋଇଛି। ଉଦଯାପନୀ ଉତ୍ସବରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ତାଙ୍କ ସହ କଟକ ସାଂସଦ, କଟକ ଜିଲ୍ଲାର ସବୁ ବିଧାୟକ, କଟକ ଜିଲ୍ଲାପାଳ, ସିଏମସି କମିଶନର, ମେୟର ଓ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ। ଉଦଯାପନୀ ଉତ୍ସବରେ ବାଲିଯାତ୍ରାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଅନେକ ବ୍ୟକ୍ତି ବିଶେଷଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି।

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: