Videos
|
Odisha

11ବର୍ଷୀୟା ନାବାଳିକାର ମୃତଦେହ ଉଦ୍ଧାର

Rashmita Mishra
Browse all articles by Rashmita Mishra
·1 year ago
11ବର୍ଷୀୟା ନାବାଳିକାର ମୃତଦେହ ଉଦ୍ଧାର

ଅର୍ଗସ ବ୍ୟୁରୋ: ନବରଙ୍ଗପୁର ଜିଲ୍ଲାରେ ଲଜ୍ଜା। 11ବର୍ଷୀୟା ନାବାଳିକାର ମୃତଦେହ ଉଦ୍ଧାର। ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକରେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସ୍ଥିତିରୁ ନାବାଳିକଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଦୁଷ୍କର୍ମ ପରେ ନାବାଳିକାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ନାବାଳିକା ଜଣଙ୍କ ଶୌଚ ପାଇଁ ଯାଇ ଆଉ ଘରକୁ ଫେରି ନଥିଲେ। ଦୀର୍ଘ ସମୟ ଧରି ଖୋଜାଖୋଜି କରିବା ପରେ ପାଖ ଗାଁ ସ୍କୁଲ ପଛ ପଟୁ ନାବାଳିକଙ୍କ ମୃତଦେହ ମିଳିଥିଲା। ସେପଟେ ଘଟଣାରେ ୩ଜଣଙ୍କୁ ଅଟକ ରଖିଛି ପୋଲିସ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
The body of the 11-year-old minor was recovered | Argus News