Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରଥଯାତ୍ରା ଓ ସ୍ନାନ ପୂର୍ଣ୍ଣିମା ପରିଚାଳନାକୁ ନେଇ ଗୁରୁତ୍ତ୍ବପୂର୍ଣ୍ଣ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ

Smruti Parija
Browse all articles by Smruti Parija
·2 years ago
ରଥଯାତ୍ରା ଓ ସ୍ନାନ ପୂର୍ଣ୍ଣିମା ପରିଚାଳନାକୁ ନେଇ ଗୁରୁତ୍ତ୍ବପୂର୍ଣ୍ଣ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ: ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରଥଯାତ୍ରା ଓ ସ୍ନାନ ପୂର୍ଣ୍ଣିମା ପରିଚାଳନାକୁ ନେଇ ଗୁରୁତ୍ତ୍ବପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ।  ଆଇନମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ପୁଲିସ ଡିଜିଙ୍କ ସମେତ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ରହିଛନ୍ତି । 

ଆହୁରି ପଢନ୍ତୁ ଓଡିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The Chief Minister called an important meeting regarding the | Argus News