ଆଜିଠୁ ୨ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
·1 year ago

ଅର୍ଗସ ବ୍ୟୁରୋ:ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜିଠାରୁ ଦୁଇ ଦିନିଆ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ । ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ କରିବେ ଯୋଗଦାନ । ଏହି ଗସ୍ତ ସମୟରେ ଅନେକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର ରହିଛି କାର୍ଯ୍ୟକ୍ରମ । ଓଡ଼ିଶାର ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗରେ କରିପାରନ୍ତି ଆଲୋଚନା । ସେହିପରି ମୁଖ୍ୟମନ୍ତ୍ରୀ ୩ ଦିନିଆ ବିଦେଶ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସେ ସିଙ୍ଗାପୁର ଗସ୍ତରେ ଯିବେ। ଉତ୍କର୍ଷ ଓଡ଼ିଶା, ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ହେବ ରୋଡ୍ ଶୋ। ମୁଖ୍ୟମନ୍ତ୍ରୀ ରୋଡ୍ ଶୋରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
