Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜିଠାରୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

Swayangprajna Mishra
Browse all articles by Swayangprajna Mishra
·1 year ago
ଆଜିଠାରୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଆଜିଠାରୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୂଆଦିଲ୍ଲୀରେ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗଦାନ କରିବେ। ଏନଏଚ୍ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥ ନେଇ କରିବେ ଆଲୋଚନା।

ଅଧିକ ପଢନ୍ତୁ : ଆଳୁ ଯୋଗାଣ ସ୍ଵାଭାବିକ କରିବାକୁ ଦିଦିଙ୍କୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ତାହା ସହ ଅନେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବଙ୍କୁ ଏହି ଗସ୍ତ ସମୟରେ ଭେଟିବାର ରହିଛି କାର୍ଯ୍ୟକ୍ରମ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The Chief Minister is on a three-day visit to Delhi from today | Argus News