ରାଜଧାନୀର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ,ଛାଡ଼ କଲେ ଭଡ଼ା
·1 year ago

ଅର୍ଗସ ବ୍ୟୁରୋ:ରାଜଧାନୀର ବିଭିନ୍ନ ପୂଜା ମଣ୍ଡପ ବୁଲିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମହାଷ୍ଟମୀରେ ମୁଖ୍ୟମନ୍ତ୍ରୀଙ୍କ କରିଛନ୍ତି ବଡ଼ ଘୋଷଣା,ବିଜେପି ସରକାର ପ୍ରଥମ ଥର କ୍ଷମତାକୁ ଆସିବା ପରେ ପୂଜା ମଣ୍ଡପମାନଙ୍କୁ ଦେଇଛନ୍ତି ପୂଜା ଭେଟି । ରାଜ୍ୟର ସବୁ ଦୁର୍ଗା ପୂଜା ପେଣ୍ଡାଲର ସରକାରୀ ଭଡ଼ା ଛାଡ଼ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଫଳରେ ଆଉ ପୂଜା ମଣ୍ଡପ ତଥା ଷ୍ଟାଣ୍ଡ ନିମନ୍ତେ କମିଟିକୁ ଆଉ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ମାଆଙ୍କ ପାଖରେ ରାଜ୍ୟର ବିକାଶ ସହ ଲୋକଙ୍କ ଭାଗ୍ୟ ପରିବର୍ତ୍ତନ ପାଇଁ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: