Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Swayangprajna Mishra
Browse all articles by Swayangprajna Mishra
·1 year ago
ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ :  ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଦେବେ ଯୋଗ ।

ଅଧିକ ପଢନ୍ତୁ : ଏକକାଳୀନ ୧୬ ହଜାର ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ତାହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଭାଗ ନେବେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The Chief Minister will go on a 3-day visit to Delhi from today | Argus News