Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

Swayangprajna Mishra
Browse all articles by Swayangprajna Mishra
·1 year ago
ଆଜି ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଆଜି ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେସନ ମାଧ୍ୟମରେ ଏଥିପାଇଁ ପଞ୍ଜୀକରଣ ହୋଇଛି। ଦିନ ୧୧ଟା ସମୟରୁ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ।

ଅଧିକ ପଢନ୍ତୁ : ଅଭିଯୋଗ ପ୍ରକୋଷ୍ଠରେ ଗହଳି, ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ୟୁନିଟ୍-୫ ସ୍ଥିତ ସରକାରୀ ବାସଗୃହ ନମ୍ବର ଭିଆଇଆଇଆଇଏମଆର-୪ ଠାରେ ଏହି ଜନଶୁଣାଣି ହେବ। ବିଜେଡି ଶାସନରେ 2008ଠାରୁ ବନ୍ଦ ରହିଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ବିଜେପି ସରକାର ହେବା ପରେ ଖୋଲାଗଲା 16 ବର୍ଷ ଧରି ବନ୍ଦ ଥିବା ଅଭିଯୋଗ ପ୍ରକୋଷ୍ଠ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The Chief Minister will hear the complaints of the public today | Argus News