ମକର ସଂକ୍ରାନ୍ତି ଶୁଭେଚ୍ଛା ଜଣାଇ ରାଜ୍ୟବାସୀଙ୍କ ମଙ୍ଗଳ କାମନା କଲେ ମୁଖ୍ୟମନ୍ତ୍ରୀ
·1 year ago

ଅର୍ଗସ ବ୍ୟୁରୋ: ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତ ଯେ, ପବିତ୍ର ମକର ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧି ଭରିଦେଉ। ମହାପ୍ରଭୁଙ୍କ ନିକଟରେ ଏତିକି କାମନା। ପବିତ୍ର ମକର ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।
ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧି ଭରିଦେଉ ମହାପ୍ରଭୁଙ୍କ ନିକଟରେ ଏତିକି କାମନା। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଗନ୍ନାଥ ସଂସ୍କୃତିରେ ମକର ସଂକ୍ରାନ୍ତିର ମହତ୍ଵପୂର୍ଣ୍ଣ ସ୍ଥାନ ରହିଛି। ଏହା କେବଳ ଧାର୍ମିକ ଉତ୍ସବ ନୁହେଁ ଭାଇଚାରା, ସଦ୍ଭାବ ଓ ଏକତାର ପ୍ରତୀକ। ମକର ସଂକ୍ରାନ୍ତି ଓଡ଼ିଶା ତଥା ଆପଣଙ୍କ ପାଇଁ ଶୁଭପ୍ରଦ ହେଉ। ମହାପ୍ରଭୁଙ୍କ ନିକଟରେ କାମନା ଆପଣଙ୍କ ଜୀବନ ମଙ୍ଗଳମୟ ହେଉ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: