Videos
|
Odisha

ଫୁଲବାଣୀ ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

Banajyotshna Ray
Browse all articles by Banajyotshna Ray
·2 years ago
ଫୁଲବାଣୀ ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଅର୍ଗସ ବ୍ୟୁରୋ:  ଫୁଲବାଣୀ ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା। ହତ୍ୟା ଅଭିଯୋଗର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ପୋଲିସ ଡିଜିଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ତଦନ୍ତ ଭାର ନେଲା କ୍ରାଇମବ୍ରାଞ୍ଚ । ମାମଲାର ତଦନ୍ତ କରିବେ ଡିଏସ୍‌ପି ରଜତ କୁମାର ରାୟ । ପୂର୍ବରୁ ଘଟଣାରେ ଗୋଛାପଡ଼ା ଥାନାର SI, ହାବିଲଦାର ନିଲମ୍ବିତ ହୋଇଛନ୍ତି । ଅବହେଳା ପାଇଁ 3 ହୋମଗାର୍ଡଙ୍କୁ ମଧ୍ୟ କାର୍ଯ୍ୟରୁ ଅନ୍ତର କରାଯାଇଛି । ଗତ 28 ତାରିଖରେ ଘାଟି ତଳୁ ଯୁବକ ଜେଷ୍ଠ ବଣ୍ଡକୀଙ୍କ ମୃତଦେହ ମିଳିଥିଲା । ପୋଲିସ ପିଟିପିଟି ମାରିବା ପରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଥିଲା ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: