Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର

Rashmita Mishra
Browse all articles by Rashmita Mishra
·1 year ago
ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଅର୍ଗସ ବ୍ୟୁରୋ: ଫୁଲବାଣୀ ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା। ହତ୍ୟା ଅଭିଯୋଗର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ପୋଲିସ ଡିଜିଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ତଦନ୍ତ ଭାର ନେଲା କ୍ରାଇମବ୍ରାଞ୍ଚ । ମାମଲାର ତଦନ୍ତ କରିବେ ଡିଏସ୍‌ପି ରଜତ କୁମାର ରାୟ । ପୂର୍ବରୁ ଘଟଣାରେ ଗୋଛାପଡ଼ା ଥାନାର SI, ହାବିଲଦାର ନିଲମ୍ବିତ ହୋଇଛନ୍ତି । ଅବହେଳା ପାଇଁ 3 ହୋମଗାର୍ଡଙ୍କୁ ମଧ୍ୟ କାର୍ଯ୍ୟରୁ ଅନ୍ତର କରାଯାଇଛି । ଗତ 28 ତାରିଖରେ ଘାଟି ତଳୁ ଯୁବକ ଜେଷ୍ଠ ବଣ୍ଡକୀଙ୍କ ମୃତଦେହ ମିଳିଥିଲା । ପୋଲିସ ପିଟିପିଟି ମାରିବା ପରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଥିଲା ।

 ଅଧିକ ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The dead body of the youth was recovered from Danganamu Ghat | Argus News