Videos
|
Odisha

ରେଳ ଫାଟକ ନିକଟରୁ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

Banajyotshna Ray
Browse all articles by Banajyotshna Ray
·2 years ago
ରେଳ ଫାଟକ ନିକଟରୁ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ଅର୍ଗସ ବ୍ୟୁରୋ:  ବଲାଙ୍ଗୀର ଜିଲ୍ଲା ସଇଁତଲା ରେଳଷ୍ଟେସନ ପାଖ ରେଳ ଫାଟକର 100 ମିଟର ଦୂରରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର । ବିଳମ୍ବିତ ରାତିରେ ଟ୍ରେନ ଧକ୍କାରେ ମୃତ୍ୟୁ ହେଇଥିବା ଜଣାପଡ଼ିଛି । ଏହା ହତ୍ୟା ନା ଆତ୍ମହତ୍ୟା ଜଣାପଡି ନଥିବାବେଳେ ପୋଲିସ ଘଟଣାର ତଦନ୍ତ କରୁଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
The dead body was recovered from the railway gate, the police investigation continues | Argus News