Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସୁଭଦ୍ରା ଯୋଜନାକୁ ନେଇ ସ୍ପଷ୍ଟ ମତ ରଖିଲେ ଉପ ମୁଖ୍ୟମନ୍ତ୍ରୀ

Swayangprajna Mishra
Browse all articles by Swayangprajna Mishra
·2 years ago
ସୁଭଦ୍ରା ଯୋଜନାକୁ ନେଇ ସ୍ପଷ୍ଟ ମତ ରଖିଲେ ଉପ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ : "ମୁଁ ପୂର୍ବରୁ କହିଥିଲି 100 ଦିନ ମଧ୍ୟରେ ସୁଭଦ୍ରା ଯୋଜନା ଉପରେ ନିଷ୍ପତ୍ତି ନିଆଯିବ ବୋଲି । ସେପ୍ଟେମ୍ବର 17 ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସିବେ ସେ ଆସିବା ପରେ ଏହା ଶୁଭାରମ୍ଭ ହେବ । ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସରକାରଙ୍କ ତରଫରୁ ନୋଟିଫିକେସନ ବାହାରିନି । କୌଣସି ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ ।  "

ଅଧିକ ପଢନ୍ତୁ : ମୋଦିଙ୍କ ଜନ୍ମଦିନରେ ଶୁଭାରମ୍ଭ ହେବ `ସୁଭଦ୍ରା’ ଯୋଜନା

ସୁଭଦ୍ରା ଯୋଜନାକୁ ନେଇ ସ୍ପଷ୍ଟ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ପୂର୍ବରୁ ସୁଭଦ୍ରା ଯୋଜନା ନେଇ ଅନେକ ତଥ୍ୟ ସାମ୍ନାକୁ ଆସିଥିଲା । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored