୨୮ତାରିଖ ଯାଏ ରାଜ୍ୟରେ ଲାଗି ରହିବ ବର୍ଷାର ପ୍ରଭାବ
·1 year ago

ଅର୍ଗସ ବ୍ୟୁରୋ: ୨୮ ତାରିଖ ଯାଏ ରାଜ୍ୟରେ ଲାଗି ରହିବ ବର୍ଷାର ପ୍ରଭାବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଟ୍ବିନ ସିଟି ସମେତ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି । ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।
ଆଗାମୀ ୪ଦିନ ଅର୍ଥାତ୍ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସପ୍ତାହେ ପର୍ଯ୍ୟନ୍ତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: