Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେଡ଼ି ମଞ୍ଚରେ ଭାଷଣ ଦେବା ପଡ଼ିଲା ମହଙ୍ଗା

Jitendra Dash
Browse all articles by Jitendra Dash
·2 years ago
ବିଜେଡ଼ି ମଞ୍ଚରେ ଭାଷଣ ଦେବା ପଡ଼ିଲା ମହଙ୍ଗା

ଅର୍ଗସ ବ୍ୟୁରୋ : ପୋଲିସ ଅଧିକାରୀଙ୍କୁ ବିଜେଡ଼ି ମଞ୍ଚରେ ଭାଷଣ ଦେବା ପଡ଼ିଲା ମହଙ୍ଗା । ବିଜେପିର ଅଭିଯୋଗ ପରେ ଦୁଇ ପୋଲିସ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ । କଟକ - ଭୁବନେଶ୍ଵର ପୋଲିସ କମିଶନର, ପୋଲିସ ଡିଆଜିଙ୍କୁ ନିର୍ଦ୍ଦେଶ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ହୋଇଥିବା ତଦନ୍ତ ସନ୍ତୋଷଜନକ ନୁହେଁ ବୋଲି କ୍ଷୋଭ ପ୍ରକାଶ କଲେ ନିର୍ବାଚନ କମିଶନ । ଇଦୁଲ ଫିତର ନାଁରେ ଚୌଦ୍ଵାର ଥାନା ଆଇଆଇସି ବିଶ୍ଵ ରଞ୍ଜନ ସାହୁ ଏବଂ ଏସଆଇ ସରସ୍ଵତୀ ସାହୁ ଗୋଟିଏ ମଞ୍ଚରେ ବିଜେଡ଼ି ନେତାଙ୍କ ସହ ବସି ଭାଷଣ ଦେଉଥିଲେ । ଏ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲା ବିଜେପି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored