Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ପ୍ରଥମ ସ୍କ୍ରବ ଟାଇଫସ୍ ରୋଗୀ ଙ୍କ ମୃତ୍ୟୁ

Odisha

ପ୍ରଥମ ସ୍କ୍ରବ ଟାଇଫସ୍ ରୋଗୀ ଙ୍କ ମୃତ୍ୟୁ

Rashmita Mishra
Browse all articles by Rashmita Mishra
·1 year ago
ପ୍ରଥମ ସ୍କ୍ରବ ଟାଇଫସ୍ ରୋଗୀ ଙ୍କ ମୃତ୍ୟୁ

ଅର୍ଗସ ବ୍ୟୁରୋ: ଅର୍ଗସ ବ୍ୟୁରୋ: ସ୍କ୍ରବ ଟାଇଫସରେ ଜଣେ ମୃତ । ବୌଦ୍ଧ ଜିଲ୍ଲା କଣ୍ଟାମାଲ ରେ ପ୍ରଥମ ସ୍କ୍ରବ ଟାଇଫସ ରୋଗୀ ଙ୍କ ମୃତ୍ୟୁ I ମୃତକ ହେଲେ କଣ୍ଟାମାଲ ବ୍ଲକର ବରଡିପଦର ଗାଁ ର ରମେଶ କୁମ୍ବାର I ସେ କିଛି ଦିନ ହବ ଅଶୁସ୍ଥତା ହୋଇ କଣ୍ଟାମାଲ ସ୍ୱାସ୍ଥ୍ୟକେନ୍ଦ୍ର ଭର୍ତ୍ତି ହୋଇଥିଲେ ପରେ  ସେଠାରୁ ଗୁରୁତର ହେବାରୁ ବଲାଙ୍ଗିର ମେଡିକାଲ କଲେଜ କୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ପରୀକ୍ଷା ପରେ ସ୍କ୍ରାବ ଟାଇଫସ ରୋଗ ଚିହ୍ନଟ ହେବାରୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ବେଳେ ୨ଦିନ ଚିକିତ୍ସା ପରେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଛି । 

ଅଧିକ ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
The first scrub typhus patient died | Argus News