Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

Odisha

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

Ritu Das
Browse all articles by Ritu Das
·1 year ago
ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ଅର୍ଗସ ବ୍ୟୁରୋ: ନୂଆପଡା ଜିଲ୍ଲାରେ ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ। ସିନାପାଲି ବ୍ଲକ କରନବାହାଳୀ ପଞ୍ଚାୟତର ଡଙ୍ଗରୀଗୁଡ଼ା ଗାଁର ବିଦ୍ୟାଧର ରାଉତଙ୍କ ଘର କାନ୍ଥ ଛପର ସବୁ ଭୁଶୁଡି ପଡିଛି। 

ଅଳ୍ପକେ ବର୍ତ୍ତି ଯାଇଛନ୍ତି ପରିବାର ଲୋକେ। ଆବାସ ଯୋଜନାରେ ଘରଟିଏ ପାଇଁ ନିବେଦନ କରିଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The house was | Argus News