Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆରମ୍ଭ ହେଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

Swayangprajna Mishra
Browse all articles by Swayangprajna Mishra
·1 year ago
ଆରମ୍ଭ ହେଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଅର୍ଗସ ବ୍ୟୁରୋ : ଆରମ୍ଭ ହେଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝି ଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ । ବାତ୍ୟା ସମ୍ପର୍କରେ ବୈଠକରେ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ।

ଅଧିକ ପଢନ୍ତୁ ଓଡିଶା ଖବର

ବିଭିନ୍ନ ବିଭାଗର ପ୍ରସ୍ତୁତି ନେଇ ହେଉଛି ଆଲୋଚନା । ଏହା ସହ ଅନ୍ୟ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଚାଲିଛି ଆଲୋଚନା । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The important meeting of the state cabinet began | Argus News