Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରତ୍ନଭଣ୍ଡାର ଖୋଲିବା ନେଇ ସ୍ପଷ୍ଟ କଲେ ଆଇନମନ୍ତ୍ରୀ

Swayangprajna Mishra
Browse all articles by Swayangprajna Mishra
·2 years ago
ରତ୍ନଭଣ୍ଡାର ଖୋଲିବା ନେଇ ସ୍ପଷ୍ଟ କଲେ ଆଇନମନ୍ତ୍ରୀ

ଅଧିକ ପଢନ୍ତୁ :  ରତ୍ନ ଭଣ୍ଡାର ଖୋଲିବା ନିଶ୍ଚିତ । ନିଷ୍ପତ୍ତି ସରିଛି । ଖୁବଶୀଘ୍ର ଏ ନେଇ ମୋଡ଼ାଲିଟ ପ୍ରସ୍ତୁତ ହେବ । ବୈଠକ ପରେ ତାରିଖ ମଧ୍ୟ ସରକାର ଘୋଷଣା କରିବେ ଏବଂ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବେ । କିନ୍ତୁ ଗଣମାଧ୍ୟମ ଏବଂ ସାମାଜିକ ଗଣମାଧ୍ୟମ ରେ ରତ୍ନ ଭଣ୍ଡାର ଖୋଲିବା ନେଇ ଯେଉଁ ତାରିଖ ଚାଲିଛି ତାହା ଗୁଜବ । ଗୁଜବ କୁ ଲୋକେ ବିଶ୍ୱାସ କରନ୍ତୁ ନାହିଁ ବୋଲି ଅପିଲ କଲେ ଆଇନ ମନ୍ତ୍ରୀ ।

ଅଧିକ ପଢନ୍ତୁ : ଜୁଲାଇ ୮ରୁ ହୋଇପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି କାମ

ଗଣମାଧ୍ୟମରେ ରତ୍ନଭଣ୍ଡାର ଖୋଲିବା ନେଇ ନାନା ପ୍ରକାରର ଗୁଜବ ମିଛ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ଏହାକୁ ନେଇ ସ୍ପଷ୍ଟ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲାହେବା ତାରିଖ ଘୋଷଣା କରାଯିବ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The law minister explained about the opening of the ratnabhandar | Argus News