Videos
|
Odisha

ଶ୍ରୀମନ୍ଦିର ଆଲୋକୀକରଣ ବନ୍ଦ, ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ 

Manini Pattanayak
Browse all articles by Manini Pattanayak
·2 years ago
ଶ୍ରୀମନ୍ଦିର ଆଲୋକୀକରଣ ବନ୍ଦ, ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ 

ପୁରୀ:  ଶ୍ରୀମନ୍ଦିର ଆଲୋକୀକରଣ ବନ୍ଦ ନେଇ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ।  ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ରାଜ୍ୟରେ ବିଜେଡି ସରକାରର ପତ୍ତନ ପରେ ଶ୍ରୀମନ୍ଦିର ଚାରିପଟୁ ଖୋଲି ନେଇଛନ୍ତି ଲାଇଟ୍।  

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସମୟରେ ଚାରିପଟେ ଲଗାଯାଇଥିଲା ବଡ଼ ବଡ଼ ଲାଇଟ୍ । ରାତିରେ ବି ଦୂରକୁ ସ୍ପଷ୍ଟ ଦେଖାଯାଉଥିଲା ଶ୍ରୀମନ୍ଦିର ସୌନ୍ଦର୍ଯ୍ୟ । ରାତାରାତି ଲାଇଟ୍ ଖୋଲିନେଲେ ଠିକାଦାର । ନିର୍ବାଚନ ଫଳାଫଳ ଘୋଷଣା ପରେ ଲାଇଟ୍ ଖୋଲିନେଇଛନ୍ତି ଠିକାଦାର । 

ଅଧିକ ପଢନ୍ତୁ ଓଡିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
The lighting of the srimandir was turned off, the chief administrative secretary ordered an investigation | Argus News