Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତାକାଲି ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ

Swayangprajna Mishra
Browse all articles by Swayangprajna Mishra
·1 year ago
ଆସନ୍ତାକାଲି ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଆସନ୍ତାକାଲି ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । 48 ଘଣ୍ଟାରେ ଆକଳନ ଶେଷ କରି ୭ ଦିନ ଭିତରେ ସହାୟତା ଯୋଗାଇ ଦିଆଯିବାକୁ ଚେଷ୍ଟା କରାଯିବ । ଘର ଭାଙ୍ଗିଥିବା ଲୋକଙ୍କୁ ପକ୍କା ଘର ଦେବା ପାଇଁ ନିଷ୍ପତ୍ତି ହୋଇଛି ।

ଅଧିକ ପଢନ୍ତୁ : କେନ୍ଦ୍ରାପଡା ଜିଲ୍ଲାରେ ଅଧିକ ଦିନ ରିଲିଫ ପରିଚାଳନା କରାଯିବ: କନକ ବର୍ଦ୍ଧନ ସିଂହଦେଓ

କାଲି ପାଗ ଅନୁକୂଳ ହେଲେ ଏରିୟଲ ସର୍ଭେ କରାଯାଇ ପ୍ରାଥମିକ ଆକଳନ କରାଯିବ । ବାତ୍ୟା ଦାନାରେ ବିଶେଷ ପ୍ରଭାବିତ ହୋଇଛି ଭଦ୍ରକ ଓ କେନ୍ଦ୍ରାପଡ଼ା । ସେପଟେ ଆଶା ଦିଦି ଶିବାନୀଙ୍କ କାର୍ଯ୍ୟ କୁ ପ୍ରଶଂସା କଲେ ରାଜସ୍ବ ମନ୍ତ୍ରୀ |
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The Minister of Revenue and Revenue Management will visit the affected areas tomorrow | Argus News