Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସହାୟକ ମାନଙ୍କୁ ସିଙ୍ଘମ ଡାଇଲଗ ଶୁଣାଇ ଉପଦେଶ ଦେଲେ ଯୋଗାଣ ମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·1 year ago
ସହାୟକ ମାନଙ୍କୁ ସିଙ୍ଘମ ଡାଇଲଗ ଶୁଣାଇ ଉପଦେଶ ଦେଲେ ଯୋଗାଣ ମନ୍ତ୍ରୀ

ଅର୍ଗସ ବ୍ୟୁରୋ:  ମନ୍ତ୍ରୀଙ୍କ ମୁହଁରେ ସିଂଘମ ଡାଇଲାଗ । ଯୋଗାଣ ସହାୟକ ବୈଠକରେ ସହାୟକ ମାନଙ୍କୁ ସିଙ୍ଘମ ଫିଲ୍ମ ଡାଇଲଗ ଶୁଣାଇ ଉପଦେଶ ଦେଲେ ଯୋଗାଣ ମନ୍ତ୍ରୀ । କହିଲେ, ସିଂଘମ ଫିଲ୍ମରେ ଡାଇଲଗ ଅଛି ଅଗର ପୋଲିସ ଚାହେଁଗା ତୋ ମନ୍ଦିର କେ ସାମ୍ନା ସେ ଏକ ଚପଲ ଭି ଚୋରି ନେହିଁ ହୋ ସକତା । ସେହିଭଳି ଅଗର ଆପ ଚାହେଁଙ୍ଗେ ତୋ ମଣ୍ଡି ମେ ଭ୍ରଷ୍ଟାଚାର ନେହିଁ ହୋଗା ।  ବିଜେଡି ସରକାର ସମୟରେ ପୁଳା ପୁଳା ଦୁର୍ନୀତି ହେଉଥିଲା କିନ୍ତୁ ମୁଁ ଶପଥ ନେଇଛି ଏହି ବିଭାଗକୁ ସ୍ବଚ୍ଛ କରିବି । ଏଣୁ ଧନ କିଣା ବେଳେ ସହାୟକ ମାନଙ୍କୁ ସ୍ହଚ୍ଛତା ରଖିବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The Minister of Supply advised the assistants by listening to the Singham Dialogue | Argus News