|
logo
Live

Argus News - ଚଳନ୍ତା ହାଇଓ୍ବାରେ ଲାଗିଲା ନିଆଁ

Odisha

ଚଳନ୍ତା ହାଇଓ୍ବାରେ ଲାଗିଲା ନିଆଁ

Ritu Das
Browse all articles by Ritu Das
·1 year ago
ଚଳନ୍ତା ହାଇଓ୍ବାରେ ଲାଗିଲା ନିଆଁ

ଅର୍ଗସ ବ୍ୟୁରୋ: ଚଳନ୍ତା ହାଇଓ୍ବାରେ ଲାଗିଲା ନିଆଁ। ରାସ୍ତା କାମପାଇଁ ପିଚୁଭଜା ଚିପ୍ସ ନେଇ ଯାଉଥିଲା ବେଳେ ଘଟିଛି ଅଘଟଣ। ନିଆଁ ଲାଗିବାର କାରଣ ଅସ୍ପଷ୍ଟ। ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମହୁଲିଶୋଳ ଛକ ନିକଟରେ ହୁତୁହୁତୁ ହୋଇ ରାଜରାସ୍ତା ମଝିରେ ଜଳୁଛି ଟ୍ରକ। 

ଡ୍ରାଇଭର ଓ ହେଲପର ସୁରକ୍ଷିତ ଥିବା ବେଳେ ବାଙ୍ଗିରିପୋଷି ଅଗ୍ନିଶମ ବିଭାଗ ପହଞ୍ଚି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଚଳନ୍ତା ହାଇଓ୍ବାରେ ଲାଗିଲା ନିଆଁ | Argus News