Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ବହୁ ଚର୍ଚ୍ଚିତ ବରପଦା ଇଞ୍ଜିନିୟରିଂ କଲେଜ ଦୁର୍ନୀତି ମାମଲା: ହାଜର ହେଲେ ପ୍ରୟାସକାନ୍ତି

Odisha

ବହୁ ଚର୍ଚ୍ଚିତ ବରପଦା ଇଞ୍ଜିନିୟରିଂ କଲେଜ ଦୁର୍ନୀତି ମାମଲା: ହାଜର ହେଲେ ପ୍ରୟାସକାନ୍ତି

Ritu Das
Browse all articles by Ritu Das
·2 years ago
ବହୁ ଚର୍ଚ୍ଚିତ ବରପଦା ଇଞ୍ଜିନିୟରିଂ କଲେଜ ଦୁର୍ନୀତି ମାମଲା: ହାଜର ହେଲେ ପ୍ରୟାସକାନ୍ତି

ଅର୍ଗସ ବ୍ୟୁରୋ: ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲା । ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପରେ ପୁଅ ପ୍ରୟାସକାନ୍ତି ଇଡିରେ ହାଜର । ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ବିଧାୟକ ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ଇଡିରେ ହାଜର ହେବାକୁ ନୋଟିସ୍ ହୋଇଥିଲା । ଏହାକୁ ନେଇ ବାପାଙ୍କ ପରେ ପୁଅ ଆଜି ଇଡିରେ ହାଜର ହୋଇଛନ୍ତି। 

ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ଚଢ଼ଉ କରିଥିଲା । ଭୁବନେଶ୍ବର ଓ ଭଦ୍ରକର ଏକାଧିକ ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ ଚଢ଼ଉ କରିଥିଲେ । ଏହି ସମୟରେ ଇଡି ଗୋଟିଏ କାର ସହ ୯ ଲକ୍ଷ ଟଙ୍କା ଜବତ କରିଥିଲା। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The much talked about | Argus News