Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୧୨ରେ ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ

Swayangprajna Mishra
Browse all articles by Swayangprajna Mishra
·2 years ago
୧୨ରେ ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଘୁଞ୍ଚିଲା ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖ । 10 ପରିବର୍ତ୍ତେ 12 ତାରିଖରେ ଓଡ଼ିଶାରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ । ଦଳୀୟ ସୂତ୍ରରୁ ସୂଚନା ଏପରି ସୂଚନା ମିଳିଛି ।

ଅଧିକ ପଢନ୍ତୁ : ବିଜେପିର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ପ୍ରସ୍ତୁତି

ପୂର୍ବରୁ ୧୦ ତାରିଖରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ନେଇ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆୟଜନ କରାଯାଇଥିଲା । ଅନେକ ବରିଷ୍ଠ ବିଜେପି ନେତା ଭୁବନେଶ୍ବରରେ ପହଞ୍ଚିଥିଲେ । ତେବେ ମୁଖ୍ୟମନ୍ତ୍ରୀ କିଏ ହେବେ ସେ ନେଇ ସମସ୍ତଙ୍କ ମଧ୍ୟରେ ଉତ୍ସାହ ଦେଖଇବାକୁ ମିଳିଥିଲେ ମଧ୍ୟ ଏପର୍ଯ୍ୟନ୍ତ କିଏ ହେବେ ମୁଖ୍ୟମନ୍ତ୍ରୀ ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The new Chief Minister of Odisha will take oath on 12th | Argus News