Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ବଦଳିଲେ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ, ନୂତନ ନିର୍ଦ୍ଦେଶକ ହେଲେ ଡ଼. ମନୋରମା ମହାନ୍ତି

Odisha

ବଦଳିଲେ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ, ନୂତନ ନିର୍ଦ୍ଦେଶକ ହେଲେ ଡ଼. ମନୋରମା ମହାନ୍ତି

Jitendra Dash
Browse all articles by Jitendra Dash
·2 years ago
ବଦଳିଲେ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ, ନୂତନ ନିର୍ଦ୍ଦେଶକ ହେଲେ ଡ଼. ମନୋରମା ମହାନ୍ତି

ଅର୍ଗସ ବ୍ୟୁରୋ : ବଦଳିଲେ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ । ଡକ୍ଟର ମନୋରମା ମହାନ୍ତି ହେଲେ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ । ଗୁଜରାଟ ଅହମ୍ମଦାବାଦର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ମନୋରମା ମହାନ୍ତିଙ୍କୁ ପଦୋନ୍ନତି ସହ ଏହି ନୂଆ ନିଯୁକ୍ତି ମିଳିଛି । ସେହିପରି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଥିବା ଡକ୍ଟର ଏଚ୍. ଆର ବିଶ୍ୱାସଙ୍କୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର କୋଲକାତାକୁ ବଦଳି କରାଯାଇଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The new director of Bhubaneswar Meteorological Center. Manorama Mohanty | Argus News