ରାଜ୍ୟର ୬ ସଂସଦୀୟ କ୍ଷେତ୍ର ପାଇଁ ବିଜ୍ଞପ୍ତି ପ୍ରକାଶ
·2 years ago

ଅର୍ଗସ ବ୍ୟୁରୋ: ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ । ରାଜ୍ୟର 6 ସଂସଦୀୟ କ୍ଷେତ୍ର ପାଇଁ ବିଜ୍ଞପ୍ତି ପ୍ରକାଶ । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ପାଇଁ ବିଜ୍ଞପ୍ତି ପ୍ରକାଶ । ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ପାଇଁ ବିଜ୍ଞପ୍ତି ପ୍ରକାଶ । ଜୁନ 1 ସକାଳ 7ରୁ ସନ୍ଧ୍ୟା 6 ପର୍ଯ୍ୟନ୍ତ ହେବ ମତଦାନ । ମତଦାନ କିପରି ସୁରୁଖୁରୁରେ ହେବ ସେନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।
ଅଧିକ ପଢ଼ନ୍ତୁ ନିର୍ବାଚନୀ ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: