Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବଢୁଛି ଅଂଶୁଘାତ, ଏବେ ସୁଦ୍ଧା ୩୬୭ ଅଂଶୁଘାତ ରୋଗୀ ମେଡିକାଲରେ ଭର୍ତ୍ତି

Odisha

ବଢୁଛି ଅଂଶୁଘାତ, ଏବେ ସୁଦ୍ଧା ୩୬୭ ଅଂଶୁଘାତ ରୋଗୀ ମେଡିକାଲରେ ଭର୍ତ୍ତି

Swayangprajna Mishra
Browse all articles by Swayangprajna Mishra
·2 years ago
ବଢୁଛି ଅଂଶୁଘାତ, ଏବେ ସୁଦ୍ଧା ୩୬୭ ଅଂଶୁଘାତ ରୋଗୀ ମେଡିକାଲରେ ଭର୍ତ୍ତି

ଅର୍ଗସ ବ୍ୟୁରୋ : ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟରେ ବଢୁଛି ଅଂଶୁଘାତ । ଆଜି ସୁଦ୍ଧା  ୩୬୭ ଅଂଶୁଘାତ ରୋଗୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।  ସୁନ୍ଦରଗଡ଼ ରେ 60, ମୟୁରଭଞ୍ଜ ରେ 50 ରୋଗୀ ଚିହ୍ନଟ ହୋଇଥିବା ବେଳେ ଏପର୍ଯ୍ୟନ୍ତ ୨ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।  ଅତ୍ୟଧିକ ଖରା ଯୋଗୁଁ ସନ୍ ବର୍ଣ୍ଣ ଭଳି ଚର୍ମ ରୋଗ ହୋଇଛି । ତେଣୁ ପିକ ଆୱାରରେ ଘରେ ରହିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଅଧିକ ପଢନ୍ତୁ : ଆହୁରି ୨ ଦିନ ଆକାଶରୁ ବର୍ଷିବ ଅଗ୍ନି ବର୍ଷା

ତେବେ ଯଦି ଅତ୍ୟଧିକ ଖରାରେ ମୁଣ୍ଡ ବୁଲାଇଲେ କିମ୍ବା ଗଳା ଶୁଖିଗଲେ ତୁରନ୍ତ ଡାକ୍ତର ଖାନା ଯାଇ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ । ଛୋଟ ପିଲା, ବୃଦ୍ଧ, ଗର୍ଭବତୀ ମହିଳା ବେଶି ସତର୍କ ରହିବାକୁ ଜନ ସ୍ୱାସ୍ଥ୍ୟ ବିଭାଗ ର ପରାମର୍ଶ ଦିଆଯାଇଛି । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The number of heat stroke is increasing, so far 367 heat stroke patients are admitted in the medical center | Argus News