ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ
·1 year ago

ଅର୍ଗସ ବ୍ୟୁରୋ : ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ । ଭଦ୍ରକ, କେନ୍ଦ୍ରାପଡ଼ାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ । ପାରାଦୀପ ରାଡାର୍ ତଥ୍ୟରୁ ପାଣିପାଗ ବିଜ୍ଞାନୀଙ୍କ ସୂଚନା ।
ସେପଟେ ଧାମରା- ଭିତରକନିକା ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଯାଇଛି ।
ଅଧିକ ପଢନ୍ତୁ : "ଦାନା" ସ୍ଥଳଭାଗ ଛୁଇଁବା ପୂର୍ବରୁ ଆରମ୍ଭ ହେଲା ବର୍ଷା
ସନ୍ଧ୍ୟା ପରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଯାଜପୁର, ଖୋର୍ଦ୍ଧା , ଗଞ୍ଜାମ , ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: