Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News -  ଆସନ୍ତାକାଲି ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି 

Odisha

 ଆସନ୍ତାକାଲି ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି 

Manini Pattanayak
Browse all articles by Manini Pattanayak
·2 years ago
 ଆସନ୍ତାକାଲି ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି 

 ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ମହାମହିମ ।  ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।  ସ୍ୱାଗତ କଲେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ।  ଆଜି ରାଜଭବନରେ ରାତ୍ରୀ ଯାପନ କରିବେ ମହାମହିମ।  ପାରାଦୀପ ବୋଇତ ବନ୍ଦାଣ କାର୍ଯ୍ୟକ୍ରମର  ଦେବେ ଯୋଗ। ।

ନିର୍ଦ୍ଧାରିତ ସମୟର ୨୦ ମିନିଟ ପୂର୍ବରୁ ସେ ପହଞ୍ଚିଥିବା ଦେଖିବାକୁ ମିଳିଛି। ବାୟୁ ସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଗତକାଲି କାର୍ତ୍ତିକ ପୂର୍ଣ୍ଣିମା। ଏହି ଅବସରରେ ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ରାଷ୍ଟ୍ରପତିଙ୍କ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି। ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେଉଛନ୍ତି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The President will attend the Paradip Boit Bandhan ceremony tomorrow | Argus News