Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ତିନି ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

Odisha

ତିନି ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

Rashmita Mishra
Browse all articles by Rashmita Mishra
·1 year ago·1 min read
ତିନି ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଅର୍ଗସ ବ୍ୟୁରୋ: ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ରାଷ୍ଟ୍ରପତି ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ।

ତିନି ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି । ଜୁଲାଇ ୬ ତାରିଖରେ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୭ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ । ଏହାପରେ ଜୁଲାଇ ୬ରୁ ୯ ତାରିଖ ମଧ୍ୟରେ ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ପାଇଁ ଏବେଠାରୁ ଆରମ୍ଭ ହେଲାଣି ପ୍ରସ୍ତୁତି ।ପୁରୀ ଯାଇ ରଥ ଟାଣିବାର ରହିଛି କାର୍ଯ୍ୟକ୍ରମ । 

ଅଧିକ ପଢନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The President will be on a three-day visit to Odisha | Argus News