Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆସନ୍ତା ୨୪ରେ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି

Odisha

ଆସନ୍ତା ୨୪ରେ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି

Banajyotshna Ray
Browse all articles by Banajyotshna Ray
·1 year ago
ଆସନ୍ତା ୨୪ରେ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି

ଅର୍ଗସ ବ୍ୟୁରୋ:  ଆସନ୍ତା ୨୪ ତାରିଖରେ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି। ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ  ପୁରୀ ତାଳବଣିଆ ହେଲିପ୍ୟାଡ ଠାରେ ଅବତରଣ ପରେ  ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ କରିବେ ଦର୍ଶନ। ପରେ ମଧ୍ୟାହ୍ନ ୧୨ଟା ୧୦ ରୁ ୧ଟା ପର୍ଯ୍ୟନ୍ତ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି। ଏହାପରେ ପୁରୀ ରାଜଭବନରେ ବିଶ୍ରାମ ନେଇ ପୁନର୍ବାର ତାଳବଣିଆ ହେଲିପ୍ୟାଡରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଚାଲିଛି ଜୋରଦାର ପ୍ରସ୍ତୁତି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସମସ୍ତ ବିଭାଗର ଅଧିକାରୀଙ୍କ ସହ ବୈଠକ କରିଛନ୍ତି ଜିଲ୍ଲାପାଳ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The President will visit Puri on the 24th | Argus News