Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆସନ୍ତା 28ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

Odisha

ଆସନ୍ତା 28ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

Ritu Das
Browse all articles by Ritu Das
·1 year ago
ଆସନ୍ତା 28ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ: ଆସନ୍ତା 28ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗଦେବେ ମୋଦି । ଭୁବନେଶ୍ଵରରେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ। ଏଥିପାଇଁ ପୂର୍ବାହ୍ନ ୧୦ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ। ଏହାପରେ ୧୦ଟା ୫୫ ମିନିଟରେ ଜନତା ମୈଦାନରେ ପହଞ୍ଚିବେ।


ଦିନ ୧୧ଟାରୁ ୧୨ଟା ୩୦ ଯାଏଁ ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ରହିବେ। ଦିନ ୧୨ଟା ୩୫ ମିନିଟରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ। ଜନତା ମୈଦାନରେ ଆସନ୍ତା 28 ଓ 29ରେ ହେବ କାର୍ଯ୍ୟକ୍ରମ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Education Next Season 5
Sponsored
The Prime Minister is coming to Odisha on the 28th | Argus News