ଆଜି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
·2 years ago

ଅର୍ଗସ ବ୍ୟୁରୋ: ପୁଣି ମୋଦି ଧମାକା । ଆଜି ସଂଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । 20 ତାରିଖ ସକାଳ 8ଟାରେ ପୁରୀରେ ରୋଡ଼ ସୋ ସହ ଅନୁଗୁଳ ଓ କଟକରେ ପ୍ରଧାନମନ୍ତ୍ରୀଙ୍କ ଜନସଭା ରହିଛି । ରାଜ୍ୟରେ ସତ୍ତା ପରିବର୍ତ୍ତନ ପାଇଁ ବିଜେପି ପ୍ରଚାରର ମଙ୍ଗ ଧରିଛନ୍ତି ଖୋଦ୍ ପ୍ରଧାନମନ୍ତ୍ରୀ। ଆଜି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ରେଢ଼ାଖୋଲ, ପାଟଣା ଏବଂ ଖୋର୍ଦ୍ଧାରେ ଜନସଭାକୁ କରିବେ ସମ୍ବୋଧନ। 21 ତାରିଖରେ ପୁଣି ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ । ସମ୍ବଲପୁର, କେନ୍ଦୁଝର, ପରଜଙ୍ଗ, ନୟାଗଡ଼ରେ ରହିଛି ଅମିତ୍ ଶାହଙ୍କ ପ୍ରଚାର ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: