ଛାତ୍ରୀଙ୍କୁ ପ୍ରଫେସରଙ୍କ ଯୌନ ନିର୍ଯାତନା !
·1 year ago

ଅର୍ଗସ ବ୍ୟୁରୋ: ଉତ୍କଳ ବିଶ୍ବବିଦ୍ୟାଳୟ ପ୍ରଫେସରଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ । ଏନେଇ ଜଣେ ଛାତ୍ରୀ ବିଶ୍ବବିଦ୍ୟାଳୟର କୁଳପତିଙ୍କୁ ଚିଠି ଲେଖି ଅଭିଯୋଗ କରିଛନ୍ତି । ପ୍ରଫେସରଙ୍କ ଚାମ୍ବରକୁ ବହି ଆଣିବା ପାଇଁ ଯାଇ ଯୌନ ନିର୍ଯାତନାର ଶିକାର ହୋଇଥିବା ଛାତ୍ରୀ ଜଣଙ୍କ ଅଭିଯୋଗ କରିଛନ୍ତି । ଅଗଷ୍ଟ ୧୬ ତାରିଖରେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: