Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତା ୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା

Rashmita Mishra
Browse all articles by Rashmita Mishra
·1 year ago
ଆସନ୍ତା ୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିରରେ ଧାଡି ଦର୍ଶନ ଓ ରତ୍ନଭଣ୍ଡାର ପ୍ରସଙ୍ଗରେ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା। ଆସନ୍ତା ୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା। ସେ ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି l ନାଟମଣ୍ଡପ ଭିତରେ କିପରି ଭକ୍ତମାନେ ଶୃଙ୍ଖଳିତ ଭାବେ ପ୍ରବେଶ କରି ଶ୍ରୀଜିଉଙ୍କୁ ଦର୍ଶନ କରିବେ ସେନେଇ ୬ ଥାକିଆ ବ୍ୟାରିକେଡେ ବ୍ୟବସ୍ଥା କରାଯାଇଛି । ଖୁବଶୀଘ୍ର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସମ୍ପୂର୍ଣ୍ଣ କରାଯିବ l ରତ୍ନଭଣ୍ଡାର ମରାମତି ସମ୍ପୂର୍ଣ୍ଣ ହେବା ମାତ୍ରେ ପରଵର୍ତ୍ତୀ ସପ୍ତାହ ଠାରୁ ଗଣତିମଣତି କରାଯିବ ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
the-queuing-system-for-darshan-will-begin-at-the-temple-from-the-next-20th | Argus News