Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

"ଦାନା" ସ୍ଥଳଭାଗ ଛୁଇଁବା ପୂର୍ବରୁ ଆରମ୍ଭ ହେଲା ବର୍ଷା

Swayangprajna Mishra
Browse all articles by Swayangprajna Mishra
·1 year ago
"ଦାନା" ସ୍ଥଳଭାଗ ଛୁଇଁବା ପୂର୍ବରୁ ଆରମ୍ଭ ହେଲା ବର୍ଷା

ଅର୍ଗସ ବ୍ୟୁରୋ : ଦାନା ସ୍ଥଳଭାଗ ଛୁଇଁବା ପୂର୍ବରୁ ଆରମ୍ଭ ହେଲା ବର୍ଷା । ବର୍ଷା ସହ ପବନର ବେଗ ବଢିବା ଆରମ୍ଭ ହେଲା । ଧାମରା- ଭିତରକନିକା ଅଞ୍ଚଳରେ ବର୍ଷା ଆରମ୍ଭ ।ଆକାଶରେ ଘୋଟି ଆସିଲା କଳାହାଣ୍ଡିଆ ମେଘ । ଧାମରାରେ ବର୍ଷା ସହ ପାରାଦୀପ ଆକାଶ ମେଘାଚ୍ଛନ୍ନ । କେନ୍ଦ୍ରାପଡ଼ା ରାଜନଗରରେ ବି ବର୍ଷା ଆରମ୍ଭ । 

ଅଧିକ ପଢନ୍ତୁ : ଭିତରକନିକା ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ଦାନା

ସନ୍ଧ୍ୟା ପରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଯାଜପୁର, ଖୋର୍ଦ୍ଧା , ଗଞ୍ଜାମ , ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


 

Sponsored
The rain started before "Dana" made landfall | Argus News