Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେଡି ସାଂସଦ ମମତା ମହାନ୍ତଙ୍କ ଇସ୍ତଫା

Ritu Das
Browse all articles by Ritu Das
·1 year ago
ବିଜେଡି ସାଂସଦ ମମତା ମହାନ୍ତଙ୍କ ଇସ୍ତଫା

ଅର୍ଗସ ବ୍ୟୁରୋ: ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି । 

ହେଲେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି । ସେପଟେ ମମତାଙ୍କ ପରବର୍ତ୍ତି ପଦକ୍ଷେପ କ’ଣ ରହିବ ତାକୁ ନେଇ ଉକ୍ରଣ୍ଠା ବଢୁଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The resignation | Argus News