Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା  

Odisha

ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା  

Manini Pattanayak
Browse all articles by Manini Pattanayak
·1 year ago
ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା  

ମାଲକାନଗିରି: ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର । ବିଦ୍ୟାଳୟରେ ପଡିଲା ତାଲା । ଛାତ୍ରଛାତ୍ରୀମାନେ ବାରଣ୍ଡାରେ ବସି ପଢିଲେ ପାଠ । ନାମକୁ ମାତ୍ର ପ୍ରଧାନଶିକ୍ଷକ । ଦିନେ ହେଲେ ମଧ୍ୟ ବିଦ୍ୟାଳୟରେ ପଡୁନି ତାଙ୍କ ପାଦ । ପିଲାଙ୍କୁ ପାଠ ପଢ଼େଇବା ବଦଳରେ ନିଜ ଦୋକାନରେ ପ୍ରଧାନଶିକ୍ଷକଙ୍କ ବିତୁଛି ସମୟ । ଅଭିଯୋଗ କଲେ ମିଳୁଛି ଧମକ । ଏ ବାବଦରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ ଉପରିସ୍ଥ ଅଧିକାରୀ ଏଥିପ୍ରତି ଗୁରୁତ୍ବ ଦେଉନାହାନ୍ତି ।

ଶେଷରେ ବାଧ୍ୟ ହୋଇ ଅଭିବାବକମାନେ ଗୁରୁଗୁଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପକେଇଲେ ତାଲା । ସମାଧାନ ନ ହେବା ପର୍ଯ୍ୟନ୍ତ ବିଦ୍ୟାଳୟରେ ପଡିବ ତାଲା ଅଭିବାବକ ଦେଲେ କଡା ଚେତାବନୀ ।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The school went into lockdown, | Argus News