ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ପ୍ରସ୍ତୁତ କରିବେ ସ୍କୁଲ
·1 year ago

ଅର୍ଗସ ବ୍ୟୁରୋ: ଚଳିତ ବର୍ଷ ମାଟ୍ରିକ ଷାଣ୍ମାସିକ ପରୀକ୍ଷା ପାଇଁ ସ୍କୁଲ ଗୁଡିକ ପ୍ରଶ୍ନପତ୍ର ପ୍ରସ୍ତୁତ କରିବେ । ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି । ଗତବର୍ଷ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମାଟ୍ରିକ ଷାଣ୍ମାସିକ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ପ୍ରସ୍ତୁତି କରି ଯୋଗାଇ ଦିଆଯାଇଥିଲା । କିନ୍ତୁ ଚଳିତବର୍ଷ ବୋର୍ଡ ପକ୍ଷରୁ ଷାଣ୍ମାସିକ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ଦିଆଯିବ ନାହିଁ । ସ୍କୁଲ ଗୁଡିକ ସେମାନଙ୍କର ନିଜସ୍ବ ପ୍ରଶ୍ନପତ୍ର ପ୍ରସ୍ତୁତ କରି ନିର୍ଦ୍ଦିଷ୍ଟ ସମୟରେ ପରୀକ୍ଷା କରିବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: