Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସମ୍ଵଲପୁରରେ ହେବ ଦ୍ବିତୀୟ ଏମ୍ସ

Manini Pattanayak
Browse all articles by Manini Pattanayak
·1 year ago
ସମ୍ଵଲପୁରରେ ହେବ ଦ୍ବିତୀୟ ଏମ୍ସ

 ସମ୍ଵଲପୁର: ରାଜ୍ୟରେ ଦ୍ବିତୀୟ ଏମ୍ସ ହସ୍ପିଟାଲ ସମ୍ବଲପୁରରେ ହେବ । ଏଥିପାଇ ପୁର୍ବରୁ ଗତକାଲି ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ ସୂଚନା ଦେଇଛନ୍ତି । ପୁବରୁ ନିର୍ଵାଚନ ପ୍ରଚାର ସମୟରେ ମଧ୍ୟ ସମ୍ବଲପୁର ସାଂସଦ ତଥା କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ କହିଥିଲେ । ରାଜ୍ୟରେ ବିଜେପି ସରକାର ଆସିଲେ ଓଡିଶାର ଦ୍ବିତୀୟ ଏମ୍ସ ସମ୍ବଲପୁର ଖୋଲିବ ।

ନୂତନ ସରକାର ସ୍ଵାସ୍ଥ୍ୟ କ୍ଷେତ୍ରରେ ପଶ୍ଚିମ ଓଡିଶା ପ୍ରତି ଏଭଲି ବଡ ଉପହାର ନେଇ ଉତ୍ସାହିତ ଦେଖିବାକୁ ମିଲିଛି । ଏହାକୁ ନେଇ ଦେଶର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ,  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓ କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ସମ୍ବଲପୁର ବାସୀ । 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The second AIIMS will be in Sambalpur | Argus News