Videos
|
Odisha

ନଭେମ୍ବର ୨୬ରୁ ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ

Rashmita Mishra
Browse all articles by Rashmita Mishra
·1 year ago
ନଭେମ୍ବର ୨୬ରୁ ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ

ଅର୍ଗସ ବ୍ୟୁରୋ: ନଭେମ୍ଵର ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ନଭେମ୍ବର ୨୬ ତାରିଖରୁ ଏହି ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ । ତେବେ ବିଧାନସଭା ସଚିବାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିସହ ଆସନ୍ତା ନଭେମ୍ବର ୨୬ ତାରିଖରେ ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବ । ଅଧିବେଶନରେ ରହିବ ମୋଟ୍ ୩୦ଟି କାର୍ଯ୍ୟ ଦିବସ । 

ଅଧିକ ପଢ଼ନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
The session starts from November 26 and will continue till December 31 | Argus News