Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମୌସୁମୀ ବାୟୁ ଆଗକୁ ବଢ଼ିବାକୁ ସ୍ଥିତି ଅନୁକୂଳ ନାହିଁ

Ritu Das
Browse all articles by Ritu Das
·2 years ago
ମୌସୁମୀ ବାୟୁ ଆଗକୁ ବଢ଼ିବାକୁ ସ୍ଥିତି ଅନୁକୂଳ ନାହିଁ

ଅର୍ଗସ ବ୍ୟୁରୋ: ମୌସୁମୀ ବାୟୁ ଆଗକୁ ବଢ଼ିବାକୁ ସ୍ଥିତି ଅନୁକୂଳ ନାହିଁ। ଆଗାମୀ ୩,୪ ଦିନ ପର୍ଯ୍ୟନ୍ତ ଅଗ୍ରସର ନ ହୋଇପାରେ ମୌସୁମୀ ବାୟୁ । ମୌସୁମୀ ସକ୍ରିୟ ହୋଇପାରୁ ନ ଥିବାରୁ ବର୍ତ୍ତମାନ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପବନ ପ୍ରବେଶ କରୁଛି ଯାହାର ପ୍ରଭାବରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଅନୁଭବ ହେଉଛି।

ଆଗାମୀ ୫ ଦିନ ଉତ୍ତର ,ଉପକୂଳ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ସହ ପ୍ରବଳ ଗୁଳୁଗୁଳି ଅନୁଭୁତ ହେବ। ଦିନ ତାପମାତ୍ରା ୨,୩ ଡିଗ୍ରୀ ବଢିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored