Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପୋଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବୃଦ୍ଧି କଲେ ରାଜ୍ୟ ସରକାର

Ritu Das
Browse all articles by Ritu Das
·1 year ago
ପୋଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବୃଦ୍ଧି କଲେ ରାଜ୍ୟ ସରକାର

ଅର୍ଗସ ବ୍ୟୁରୋ: ପୋଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଲା। ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର। 

ସୂଚନାଯୋଗ୍ୟ ଗତ ମାସରେ ପୁଲିସ ମହାନିର୍ଦ୍ଦେଶକ ଭାବେ ୧୯୯୦ ବ୍ୟାଚର ଭାରତୀୟ ପୁଲିସ ସେବା ଅଧିକାରୀ ଯୋଗେଶ ବାହାଦୂର ଖୁରାନିଆ ଦାୟିତ୍ବ ଗ୍ରହଣ କରିଛନ୍ତି । ରାଜ୍ୟ ପୁଲିସ ମୁଖ୍ୟାଳୟରେ ସେ କାର୍ଯ୍ୟକାରୀ ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀଙ୍କଠାରୁ ଦାୟିତ୍ବ ଗ୍ରହଣ କରିଥିଲେ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The state government | Argus News