Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

Banajyotshna Ray
Browse all articles by Banajyotshna Ray
·1 year ago
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଅର୍ଗସ ବ୍ୟୁରୋ:  ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ବଢିବ ଆବାସ ରାଶି । ପିଏମ୍ ଆବାସ ଯୋଜନା ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ବଦଳରେ ୧ ଲକ୍ଷ ୮୦ ହଜାର ଟଙ୍କା ମିଳିବ । ଖୁବଶୀଘ୍ର ଆସିବ ସମ୍ପୂର୍ଣ୍ଣ ଗାଇଡ଼ ଲାଇନ୍ । ନରେଗାକୁ ମିଶାଇଲେ ୨ ଲକ୍ଷ ଟଙ୍କା ମିଳିବ । ସେହିପରି ଶୌଚାଳୟ ପାଇଁ ପୂର୍ବରୁ ୧୨ ହଜାର ଟଙ୍କା ଦିଆଯାଉଥିଲା । ବର୍ତ୍ତମାନ ଶୌଚାଳୟ ପାଇଁ ୨୦ ହଜାର ଟଙ୍କା ଦିଆଯିବା ପାଇଁ ବ୍ୟବସ୍ଥା କରାଯାଇଛି । ପ୍ରତି ଆବାସ ଘରକୁ ମଡେଲ୍ ଗୃହ ଭାବେ ନିର୍ମାଣ କରାଇବେ ରାଜ୍ୟ ସରକାର । ଏ ନେଇ ସୂଚନା ଦେଇଛନ୍ତି ପଂଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାଏକ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The state government's big announcement about the Prime Minister's awas yojana | Argus News