ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ, ୬ ମାସ ବଢ଼ାଇଲେ ରାଜ୍ୟ ସରକାର
·2 years ago

ଅର୍ଗସ ବ୍ୟୁରୋ : ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି । ଡିସେମ୍ବର ୩୧ରେ ମୁଖ୍ୟ ସଚିବଙ୍କ ସରୁଥିଲା କାର୍ଯ୍ୟକାଳ । ଜୁନ୍ ୩୦ ତାରିଖ ଯାଏଁ କାର୍ଯ୍ୟକାଳ ବଢ଼ାଇଲେ ସରକାର । ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
