Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

Odisha

ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

Smruti Parija
Browse all articles by Smruti Parija
·1 year ago
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

ସୁନ୍ଦରଗଡ: ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା । ସୁନ୍ଦରଗଡ଼ରେ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା ‘ସୁଭଦ୍ରା’ ସହାୟତା ରାଶି । ଡିସେମ୍ବର ସୁଦ୍ଧା ୧ କୋଟିରୁ ଅଧିକ ମହିଳା ହେବେ ଉପକୃତ । କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଉପସ୍ଥିତ ରହିଛନ୍ତି । 
ଆଗକୁ ଆହୁରି ମହିଳା ଏଥିରେ ସାମିଲ ହେବେ। ବିଭିନ୍ନ କାରଣରୁ ଯେଉଁମାନଙ୍କ ନାଁ ତାଲିକାରୁ ବାଦ୍ ରହିଛି । ଖୁବ୍ ଶୀଘ୍ର ଏହାର ସମାଧାନ କରି ସମସ୍ତଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯିବ ବୋଲି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The third installment of the first installment of 'Subhadra' money has arrived. | Argus News