Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଖୁବଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା

Banajyotshna Ray
Browse all articles by Banajyotshna Ray
·1 year ago
ଖୁବଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା

ଅର୍ଗସ ବ୍ୟୁରୋ:  ଖୁବଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା । ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଖାତାକୁ ଯିବ । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମିଳିଛି ଟଙ୍କା । ୬୦ ଲକ୍ଷ ହିତାଧିକାରୀ ପାଇଛନ୍ତି ଟଙ୍କା । ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ବର୍ଷକୁ ଦୁଇଟି କିସ୍ତିରେ ମିଳିବ ୧୦ ହଜାର ଟଙ୍କା । ୫ ବର୍ଷରେ ଆକାଉଣ୍ଟକୁ ଆସିବ ମୋଟ ୫୦ ହଜାର ନଗଦ ରାଶି । ୨୦୨୪ ନିର୍ବାଚନରେ ବିଜେପି ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି ଅନୁସାରେ ଓଡ଼ିଶାରେ ମହିଳା ସଶକ୍ତିକରଣ ଲାଗି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ସୁଭଦ୍ରା ଯୋଜନା ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The third phase of Subhadra money will be available soon | Argus News