Videos
|
Odisha

ରାଜଧାନୀ ଭୁବନେଶ୍ବରରେ ତିନିଦିନିଆ ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମିଳନୀ

Ritu Das
Browse all articles by Ritu Das
·1 year ago
ରାଜଧାନୀ ଭୁବନେଶ୍ବରରେ ତିନିଦିନିଆ ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମିଳନୀ

ଆସନ୍ତା 8ରୁ 10 ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ବରରେ ଆୟୋଜିତ ହେବ ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମିଳନୀ । ସମ୍ମିଳନୀରେ ସାମିଲ ହେବା ପାଇଁ ଭୁବନେଶ୍ବର ଆସିବେ ହଜାର ହଜାର ପ୍ରବାସୀ ଭାରତୀୟ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବୈଦେଶିକ ମନ୍ତ୍ରୀ, ପର୍ଯ୍ୟଟନ ମନ୍ତ୍ରୀ ଓ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହେବେ ।


ଏଥିପାଇଁ ନବବଧୂ ପରି ସଜେଇ ହେଉଛି ଭୁବନେଶ୍ବର । ବିଏମସି ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏକାଧିକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହାକୁ ନେଇ ବିଭାଗୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରୁଛନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
the-three-day-18th-immigrant-indian-conference-in-the-capital-bhubaneswar | Argus News